୧ କରିନ୍ଥୀୟ 3:12 - ପବିତ୍ର ବାଇବଲ12 ଏହି ମୂଳଦୁଆ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଜଣେଲୋକ ସେହି ମୂଳଦୁଆ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ନଡ଼ା, ଯାହାକିଛି ବ୍ୟବହାର କରି ନିର୍ମାଣ କରି ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ, Viz kapitolaଓଡିଆ ବାଇବେଲ12 କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ, Viz kapitolaପବିତ୍ର ବାଇବଲ (CL) NT (BSI)12 ଏହି ଭିତ୍ତି ଉପରେ କେହି କେହି ସୁନା ରୂପା, ମୂଲ୍ୟବାନ ପଥର ଏବଂ କେହି କେହି କାଠ, ଘାସ ଓ ନଡ଼ା ଦେଇ ନିର୍ମାଣ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ, Viz kapitola |