୧ କରିନ୍ଥୀୟ 3:17 - ପବିତ୍ର ବାଇବଲ17 ଯଦି କୌଣସି ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ୱର ତାକୁ ନଷ୍ଟ କରିଦେବେ। କାରଣ ପରମେଶ୍ୱରଙ୍କ ମନ୍ଦିର ହେଉଛି ପବିତ୍ର। ସେହି ପବିତ୍ର ମନ୍ଦିର ତୁମ୍ଭେମାନେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯଦି କୌଣସି ଲୋକ ଈଶ୍ଵରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ଵର ତାକୁ ନଷ୍ଟ କରିବେ; କାରଣ ଈଶ୍ଵରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ। Viz kapitolaଓଡିଆ ବାଇବେଲ17 ଯଦି କୌଣସି ଲୋକ ଈଶ୍ୱରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ୱର ତାକୁ ନଷ୍ଟ କରିବେ କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ । Viz kapitolaପବିତ୍ର ବାଇବଲ (CL) NT (BSI)17 କେହି ଯଦି ଈଶ୍ୱରଙ୍କ ମନ୍ଦିରକୁ ଧ୍ୱଂସ କରେ, ଈଶ୍ୱର ତାକୁ ଧ୍ୱଂସ କରିବେ। କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର ଏବଂ ତୁମ୍ଭେମାନେ ସେହି ମନ୍ଦିର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ। Viz kapitola |