୧ କରିନ୍ଥୀୟ 3:18 - ପବିତ୍ର ବାଇବଲ18 ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ଯୁଗ ଅନୁସାରେ ଜ୍ଞାନୀ ଅଟେ, ତା'ହେଲେ ତାକୁ ମୂର୍ଖ ହେବାକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହୋଇପାରିବା Viz kapitolaପବିତ୍ର ବାଇବଲ (Re-edited) - (BSI)18 କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ। Viz kapitolaଓଡିଆ ବାଇବେଲ18 କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)18 କେହି ନିଜକୁ ପ୍ରବଞ୍ଚନା ନ କରୁ। ତୁମ୍ଭମାନଙ୍କ ମଧ୍ୟରେ କେହି ଯଦି ନିଜକୁ ଜାଗତିକ ବିଷୟରେ ଜ୍ଞାନୀ ବୋଲି ଭାବେ, ପ୍ରକୃତ ଜ୍ଞାନ ଅର୍ଜନ ନିମନ୍ତେ ତାକୁ ଅଜ୍ଞ ହେବାକୁ ପଡ଼ିବ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ। Viz kapitola |