୧ କରିନ୍ଥୀୟ 3:9 - ପବିତ୍ର ବାଇବଲ9 ଆମ୍ଭେମାନେ ଏକତ୍ର ମିଳି ପରମେଶ୍ୱରଙ୍କ ନିମନ୍ତେ କାର୍ଯ୍ୟ କରୁଛୁ, ଓ ତୁମ୍ଭେମାନେ ପରମେଶ୍ୱରଙ୍କର ଗ୍ଭଷଜମି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଗୃହ ଅଟ। Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ଆମ୍ଭେମାନେ ଈଶ୍ଵରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ଵରଙ୍କ କ୍ଷେତ୍ର, ଈଶ୍ଵରଙ୍କ ଗୃହ। Viz kapitolaଓଡିଆ ବାଇବେଲ9 କାରଣ ଆମ୍ଭେମାନେ ଈଶ୍ୱରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର, ଈଶ୍ୱରଙ୍କ ଗୃହ । Viz kapitolaପବିତ୍ର ବାଇବଲ (CL) NT (BSI)9 ଆମେ ଈଶ୍ୱରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର ଏବଂ ଈଶ୍ୱରଙ୍କ ଗୃହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ। Viz kapitola |