୧ କରିନ୍ଥୀୟ 4:10 - ପବିତ୍ର ବାଇବଲ10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। Viz kapitolaଓଡିଆ ବାଇବେଲ10 ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ । Viz kapitolaପବିତ୍ର ବାଇବଲ (CL) NT (BSI)10 ଖ୍ରୀଷ୍ଟଙ୍କ ନିମନ୍ତେ ଆମେ ନିର୍ବୋଧ ବୋଲି ପରିଚିତ। କିନ୍ତୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ତୁମ୍ଭେମାନେ ଜ୍ଞାନୀ। ଆମେ ଦୁର୍ବଳ; କିନ୍ତୁ ତୁମ୍ଭେମାନେ ସବଳ। ଆମେ ଅବଜ୍ଞାତ, କିନ୍ତୁ ତୁମ୍ଭେମାନେ ସମ୍ମାନିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। Viz kapitola |