୧ କରିନ୍ଥୀୟ 4:11 - ପବିତ୍ର ବାଇବଲ11 ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ Viz kapitolaଓଡିଆ ବାଇବେଲ11 ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ Viz kapitolaପବିତ୍ର ବାଇବଲ (CL) NT (BSI)11 ଆମେ ଏବେ ମଧ୍ୟ କ୍ଷୁଧିତ, ତୃଷାର୍ତ୍ତ, ଛିନ୍ନ ବସ୍ତ୍ର ପରିହିତ, ପ୍ରହାରିତ ଓ ବାସହୀନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ Viz kapitola |