Online Bible

- Reklamy -




୧ କରିନ୍ଥୀୟ 4:17 - ପବିତ୍ର ବାଇବଲ

17 ସେଥିପାଇଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟରେ ମୋହର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ୱାସ ଯୋଗ୍ୟ। ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ମୁଁ କିପରି ଜୀବନଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବେ। ମୁଁ ସବୁ ମଣ୍ଡଳୀରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ଵସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ତଳୀରେ ଶିକ୍ଷା ଦେଇଥାଏ , ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣସମସ୍ତ ସ୍ମରଣ କରାଇବେ।

Viz kapitola kopírovat

ଓଡିଆ ବାଇବେଲ

17 ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଖ୍ରୀଷ୍ଟୀୟ ଜୀବନରେ ମୋର ଅତି ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ ତୀମଥିଙ୍କୁ ତୁମ ନିକଟକୁ ପଠାଉଛି। ମୁଁ ଖ୍ରୀଷ୍ଟଙ୍କଠାରେ ରହି ଯେଉଁ ନୂତନ ଜୀବନଯାପନ କରୁଛି ଏବଂ ସର୍ବତ୍ର ସମସ୍ତ ମଣ୍ଡଳୀମାନଙ୍କରେ ଯେଉଁ ସବୁ ଶିକ୍ଷା ଦେଉଛି, ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।

Viz kapitola kopírovat




୧ କରିନ୍ଥୀୟ 4:17

Následuj nás:

Reklamy


Reklamy