Online Bible

- Reklamy -




୧ କରିନ୍ଥୀୟ 5:10 - ପବିତ୍ର ବାଇବଲ

10 କିନ୍ତୁ ମୋର କହିବା ଅର୍ଥ ନ ଥିଲା ଯେ, ଜଗତର ପାପୀମାନଙ୍କ ସହିତ ତୁମ୍ଭେମାନେ ସମ୍ପର୍କ କାଟି ଦେବ। ଜଗତର ସେହି ଲୋକମାନେ ଯୌନଗତ ପାପ କରନ୍ତି, ଯେଉଁମାନେ ସ୍ୱାର୍ଥପର ସେମାନେ ମୂର୍ତ୍ତିପୂଜକ ଏମାନଙ୍କ ସହିତ ସମ୍ପର୍କ ନ ରଖିବା ଅର୍ଥ ହେବ, ଏହି ସଂସାରରୁ ଆମ୍ଭକୁ ବାହାରି ଯିବାକୁ ପଡ଼ିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;

Viz kapitola kopírovat

ଓଡିଆ ବାଇବେଲ

10 ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ତା’ର ଅର୍ଥ ନୁହେଁ ଯେ ଏହି ଜଗତର ବ୍ୟଭିଚାରୀ, ଲୋଭୀ, ଚୋର ଓ ପ୍ରତିମାପୂଜକମାନଙ୍କ ସହିତ କୌଣସି ସମ୍ପର୍କ ରଖିବ ନାହିଁ। ସେପରି ହେଲେ, ତୁମ୍ଭମାନଙ୍କୁ ଜଗତରୁ ଏକାବେଳକେ ବାହାରି ଯିବାକୁ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;

Viz kapitola kopírovat




୧ କରିନ୍ଥୀୟ 5:10

Následuj nás:

Reklamy


Reklamy