୧ କରିନ୍ଥୀୟ 5:7 - ପବିତ୍ର ବାଇବଲ7 ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହେବାଲାଗି ତୁମ୍ଭମାନଙ୍କ ଭିତରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭେମାନେ ସେହି ଖମୀରଶୂନ୍ୟ ନିସ୍ତାରପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାରପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହୋଇ ଯାଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ତୁଳା ହୋଇ ପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ7 ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇ ପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)7 ତୁମ୍ଭମାନଙ୍କ ମଧ୍ୟରୁ ପାପରୂପ ପୁରୁଣା ଖମୀରକୁ ଦୂର କରି ସମ୍ପୂର୍ଣ୍ଣ ଶୁଚି ହୁଅ। ତାହାହେଲେ, ତୁମ୍ଭେମାନେ ଖମୀରଶୂନ୍ୟ ନିର୍ମଳ ମଇଦା ପରି ହେବ - ଅବଶ୍ୟ ମୁଁ ଜାଣେ, ତୁମ୍ଭେମାନେ ବର୍ତ୍ତମାନ ସେହିପରି ଅଛ। ନିସ୍ତାର ପର୍ବର ପ୍ରସ୍ତୁତି ସରିଛି। ଆମ ପରିତ୍ରାଣ ନିମନ୍ତେ ନିସ୍ତାର ପର୍ବର ମେଷଶାବକ ପରି ସ୍ୱୟଂ ଖ୍ରୀଷ୍ଟ ବଳି ରୂପେ ଉତ୍ସର୍ଗିତ ହୋଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି। Viz kapitola |