୧ କରିନ୍ଥୀୟ 6:15 - ପବିତ୍ର ବାଇବଲ15 ତୁମ୍ଭେମାନେ କ’ଣ ଜାଣି ନାହଁ ଯେ, ତୁମ୍ଭମାନଙ୍କ ଶରୀରଗୁଡ଼ିକ ଖ୍ରୀଷ୍ଟଙ୍କର ଅଙ୍ଗବିଶେଷ? ତା'ହେଲେ ତୁମ୍ଭେମାନେ କ’ଣ ଭାବୁଛ ଯେ, ମୁଁ ଖ୍ରୀଷ୍ଟଙ୍କର ଅଙ୍ଗଗୁଡ଼ିକୁ ନେଇଯିବି, ଓ ସେଗୁଡ଼ିକୁ କୌଣସି ବେଶ୍ୟାର ଅଙ୍ଗ କରିଦେବି? କେବେ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ଵରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ। Viz kapitolaଓଡିଆ ବାଇବେଲ15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି ? ତାହା କେବେ ହେଁ ନ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମ୍ଭମାନଙ୍କର ଶରୀର ଖ୍ରୀଷ୍ଟଙ୍କ ଶରୀରର ଅଂଶ ସ୍ୱରୂପ ବୋଲି କ’ଣ ଜାଣ ନାହିଁ? ତେବେ କ’ଣ ମୁଁ ଖ୍ରୀଷ୍ଟଙ୍କ ଶରୀରର ଏକ ଅଂଶକୁ ଗଣିକାର ଅଙ୍ଗରେ ପରିଣତ କରିବି? କେବେ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ। Viz kapitola |