୧ କରିନ୍ଥୀୟ 6:2 - ପବିତ୍ର ବାଇବଲ2 ତୁମ୍ଭେମାନେ ଅବଶ୍ୟ ଜାଣିଛ ଯେ ପରମେଶ୍ୱରଙ୍କର ଲୋକମାନେ ଜଗତର ବିଗ୍ଭର କରିବେ। ଅତଏବ, ଯଦି ତୁମ୍ଭେମାନେ ଜଗତର ବିଗ୍ଭର କରିବ, ତା'ହେଲେ ଏହିଭଳି ଛୋଟ ଛୋଟ କଥାଗୁଡ଼ିକର ବିଗ୍ଭର କ’ଣ ତୁମ୍ଭେମାନେ କରି ପାରିବ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ଵାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? Viz kapitolaଓଡିଆ ବାଇବେଲ2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ? Viz kapitolaପବିତ୍ର ବାଇବଲ (CL) NT (BSI)2 ଈଶ୍ୱରଙ୍କ ଲୋକମାନେ ଜଗତର ବିଚାର କରିବେ ବୋଲି କ’ଣ ଜାଣ ନାହିଁ? ତୁମେ ଯଦି ଜଗତର ବିଚାର କରିପାର, ତେବେ ଏହି ସାମାନ୍ୟ ବିଷୟଗୁଡ଼ିକର କ’ଣ ମୀମାଂସା କରି ପାରିବ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? Viz kapitola |