୧ କରିନ୍ଥୀୟ 6:20 - ପବିତ୍ର ବାଇବଲ20 କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣା-ଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ଵରଙ୍କ ଗୌରବ ପ୍ରକାଶ କର। Viz kapitolaଓଡିଆ ବାଇବେଲ20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର । Viz kapitolaପବିତ୍ର ବାଇବଲ (CL) NT (BSI)20 ସେ ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟ ଦେଇ କିଣିଛନ୍ତି। ତେଣୁ ତୁମ୍ଭମାନଙ୍କ ଶରୀର ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର। Viz kapitola |