Online Bible

- Reklamy -




୧ କରିନ୍ଥୀୟ 6:4 - ପବିତ୍ର ବାଇବଲ

4 ଅତଏବ, ଯଦି ତୁମ୍ଭମାନଙ୍କ ଭିତରେ କିଛି ବିବାଦ ଅଛି, ତାହାହେଲେ ତୁମ୍ଭେମାନେ କାହିଁକି ମଣ୍ଡଳୀ ବାହାରର ଲୋକଙ୍କ ନିକଟକୁ ସେଥିର ମୀମାଂସା ପାଇଁ ଯିବ? ଏହି ଲୋକମାନେ ମଣ୍ଡଳୀ ଦୃଷ୍ଟିରୁ ନଗନ୍ୟ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ଵନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ତଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?

Viz kapitola kopírovat

ଓଡିଆ ବାଇବେଲ

4 ତେବେ ଐହିକ ଜୀବନର କଥା ବା କ'ଣ ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କ'ଣ ବିଚାର କରିବା ନିମନ୍ତେ ନିଯୁକ୍ତ କର ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ଏହିସବୁ ସାଧାରଣ ବିଷୟର ସମାଧାନ ପାଇଁ କାହିଁକି ଖ୍ରୀଷ୍ଟୀୟ ମଣ୍ଡଳୀ ଦୃଷ୍ଟିରେ ଯେଉଁମାନେ ସମ୍ମାନାସ୍ପଦ ନୁହନ୍ତି, ସେହିଭଳି ଇତର ଲୋକମାନଙ୍କ ନିକଟକୁ ଯାଉଛ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?

Viz kapitola kopírovat




୧ କରିନ୍ଥୀୟ 6:4

Následuj nás:

Reklamy


Reklamy