Online Bible

- Reklamy -




୧ କରିନ୍ଥୀୟ 6:8 - ପବିତ୍ର ବାଇବଲ

8 ତା’ ପରିବର୍ତ୍ତେ ତୁମ୍ଭେମାନେ ନିଜେ ନିଜ ପ୍ରତି ଅନ୍ୟାୟ କରୁଛ ଓ ଠକୁଛ। ଖ୍ରୀଷ୍ଟରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ମଧ୍ୟ ଅନ୍ୟାୟ କରୁଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି ତାହା ଭାଇମାନଙ୍କ ପ୍ରତି କରୁଅଛ।

Viz kapitola kopírovat

ଓଡିଆ ବାଇବେଲ

8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ଏହା କରିବା ପରିବର୍ତ୍ତେ ପରସ୍ପର ପ୍ରତି ଏପରି କି ନିଜ ଭାଇମାନଙ୍କ ପ୍ରତି ମଧ୍ୟ ଅନ୍ୟାୟ କରି ସେମାନଙ୍କୁ ପ୍ରବଞ୍ଚନା କରୁଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ।

Viz kapitola kopírovat




୧ କରିନ୍ଥୀୟ 6:8

Následuj nás:

Reklamy


Reklamy