୧ କରିନ୍ଥୀୟ 6:9 - ପବିତ୍ର ବାଇବଲ9-10 ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ Viz kapitolaଓଡିଆ ବାଇବେଲ9 ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ Viz kapitolaପବିତ୍ର ବାଇବଲ (CL) NT (BSI)9 ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ ଦୁର୍ଜନମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। ଏ ବିଷୟରେ ତୁମ୍ଭମାନଙ୍କର କୌଣସି ଭ୍ରାନ୍ତ ଧାରଣା ନ ରହୁ। ଲମ୍ଫଟୀ, ପ୍ରତିମାପୂଜକ, ବ୍ୟଭିଚାରୀ, ଅସ୍ୱାଭାବିକ ଯୌନକ୍ରିୟାରେ ଲିପ୍ତ ଲୋକମାନେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ Viz kapitola |