Online Bible

- Reklamy -




୧ କରିନ୍ଥୀୟ 7:11 - ପବିତ୍ର ବାଇବଲ

11 ଯେ, ପତ୍ନୀ ନିଜ ପତିକୁ କେବେ ହେଲେ ଛାଡ଼ିବା ଉଚିତ୍ ନୁହେଁ, କିନ୍ତୁ ଯଦି ପତ୍ନୀ ନିଜ ପତିକୁ ଛାଡ଼େ, ତା'ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶିଯିବା ଉଚିତ୍। ଠିକ୍ ସେହିଭଳି ପତି ମଧ୍ୟ ନିଜ ପତ୍ନୀକୁ ଛାଡ଼ପତ୍ର ଦେବା ଉଚିତ୍ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 (କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ଵାମୀ ସହିତ ମିଳିତ ହେଉ), ପୁଣି ସ୍ଵାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ।

Viz kapitola kopírovat

ଓଡିଆ ବାଇବେଲ

11 (କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 ଯଦି କରେ, ତେବେ ସେ ଏକାକିନୀ ରହୁ କିମ୍ବା ସ୍ୱାମୀ ସହିତ ପୁନର୍ମିଳିତ ହେଉ। ପୁଣି ସ୍ୱାମୀ ଆପଣା ସ୍ତ୍ରୀକୁ କଦାପି ଛାଡ଼ପତ୍ର ନ ଦେଉ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 (କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ।

Viz kapitola kopírovat




୧ କରିନ୍ଥୀୟ 7:11

Následuj nás:

Reklamy


Reklamy