୧ କରିନ୍ଥୀୟ 7:13 - ପବିତ୍ର ବାଇବଲ13 ଯଦି କୌଣସି ପତ୍ନୀର ପତି ଅଛି, ଓ ସେ ଖ୍ରୀଷ୍ଟ ବିଶ୍ୱାସୀ ନୁହେଁ, କିନ୍ତୁ ସେ ପତ୍ନୀ ସହିତ ରହିବା ପାଇଁ ଇଚ୍ଛୁକ, ତା'ହେଲେ ପତ୍ନୀ ତାକୁ ଛାଡ଼ପତ୍ର ଦେବା ଅନୁଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ଯେଉଁ ସ୍ତ୍ରୀର ଅବିଶ୍ଵାସୀ ସ୍ଵାମୀ ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ଵାମୀକୁ ପରିତ୍ୟାଗ ନ କରୁ। Viz kapitolaଓଡିଆ ବାଇବେଲ13 ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତା'ର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେହିପରି କୌଣସି ସ୍ୱାମୀ, ଅଣବିଶ୍ୱାସୀ ହୋଇ ମଧ୍ୟ ଖ୍ରୀଷ୍ଟବିଶ୍ୱାସୀ ସ୍ତ୍ରୀ ସହିତ ବସବାସ କରିବା ପାଇଁ ଚାହେଁ, ତେବେ ସେହି ସ୍ତ୍ରୀ ତାକୁ ଛାଡ଼ପତ୍ର ଦେବା ଅନୁଚିତ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ। Viz kapitola |