୧ କରିନ୍ଥୀୟ 7:15 - ପବିତ୍ର ବାଇବଲ15 ତଥାପି ଯଦି ଜଣେ ଅବିଶ୍ୱାସୀ, ଜଣେ ବିଶ୍ୱାସୀଠାରୁ ଅଲଗା ହେବାକୁ ଇଚ୍ଛା କରେ, ତା'ହେଲେ ସେ ଅଲଗା ହୋଇପାରେ। ଯେତେବେଳେ ଏପରି ଘଟିବ, ଖ୍ରୀଷ୍ଟିୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହେବେ। ପରମେଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ରହିବାକୁ ଆହ୍ୱାନ ଦେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତଥାପି ଯଦି ଅବିଶ୍ଵାସୀ ବିଭିନ୍ନ ହେବାକୁ ଇଚ୍ଛା କରେ, ତେବେ ସେ ବିଭିନ୍ନ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହନ୍ତି; ଈଶ୍ଵର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ଵାନ କରିଅଛନ୍ତି। Viz kapitolaଓଡିଆ ବାଇବେଲ15 ତଥାପି ଯଦି ଅବିଶ୍ୱାସୀ ପୃଥକ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)15 ସେ ଯାହାହେଉ, ଯଦି ଜଣେ ଅଣବିଶ୍ୱାସୀ, ତା’ର ଖ୍ରୀଷ୍ଟବିଶ୍ୱାସୀ ସ୍ୱାମୀ ବା ସ୍ତ୍ରୀଠାରୁ ପୃଥକ୍ ରହିବାକୁ ଚାହେଁ, ତେବେ ସେ ତା’ କରୁ। ଏ କ୍ଷେତ୍ରରେ ଖ୍ରୀଷ୍ଟବିଶ୍ୱାସୀ ସ୍ୱାମୀ ବା ସ୍ତ୍ରୀଠାରୁ ପୃଥକ ରହିବାକୁ ଚାହେଁ, ତେବେ ସେ ତା’ କରୁ। ଏ କ୍ଷେତ୍ରରେ ଖ୍ରୀଷ୍ଟବିଶ୍ୱାସୀ ସ୍ୱାମୀ ବା ସ୍ତ୍ରୀ କୌଣସି ନିୟମରେ ଆବଦ୍ଧ ନୁହଁନ୍ତି। କାରଣ ଶାନ୍ତିରେ ଜୀବନ ଯାପନ କରିବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି। Viz kapitola |