୧ କରିନ୍ଥୀୟ 7:19 - ପବିତ୍ର ବାଇବଲ19 ଜଣେ ସୁନ୍ନତ ହୋଇଛି ବା ନାହିଁ, ତାହା ବଡ଼ ବିଷୟ ନୁହେଁ, ମାତ୍ର ପରମେଶ୍ୱରଙ୍କର ଆତ୍ମାଙ୍କୁ ମାନିବା ବଡ଼ ବିଷୟ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସୁନ୍ନତ କିଛି ନୁହେଁ, ପୁଣି ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ଵରଙ୍କ ଆଜ୍ଞା ପାଳନ ହିଁ ସାର। Viz kapitolaଓଡିଆ ବାଇବେଲ19 ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ୱରଙ୍କ ଆଜ୍ଞା ପାଳନ ହିଁ ସାର । Viz kapitolaପବିତ୍ର ବାଇବଲ (CL) NT (BSI)19 ଅସୁନ୍ନତ ଲୋକ ଯଦି ଈଶ୍ୱରଙ୍କ ଆହ୍ୱାନ ପାଏ, ସେ ଆଉ ସୁନ୍ନତ ନ ହେଉ, କାରଣ ସୁନ୍ନତ ହେବା ବା ନ ହେବାରେ କିଛି ମୂଲ୍ୟ ନାହିଁ। ମୁଖ୍ୟ ବିଷୟ ହେଉଛି, ଈଶ୍ୱରଙ୍କ ଆଦେଶ ପାଳନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର। Viz kapitola |