Online Bible

- Reklamy -




୧ କରିନ୍ଥୀୟ 7:23 - ପବିତ୍ର ବାଇବଲ

23 ପରମେଶ୍ୱର ମୂଲ୍ୟ ଦେଇ ତୁମ୍ଭମାନଙ୍କୁ କିଣିଛନ୍ତି। ତେଣୁ ମନୁଷ୍ୟମାନଙ୍କ କ୍ରୀତଦାସ ହୁଅ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ, ମନୁଷ୍ୟର ଦାସ ହୁଅ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

23 ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ, ମନୁଷ୍ୟର ଦାସ ହୁଅ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ଈଶ୍ୱର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟ ଦେଇ କିଣିଛନ୍ତି। ତେଣୁ ମନୁଷ୍ୟର କ୍ରୀତଦାସ ହୁଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି, ସେଥିପାଇଁ ମନୁଷ୍ୟର ଦାସ ହୁଅ ନାହିଁ।

Viz kapitola kopírovat




୧ କରିନ୍ଥୀୟ 7:23

Následuj nás:

Reklamy


Reklamy