Online Bible

- Reklamy -




୧ କରିନ୍ଥୀୟ 7:25 - ପବିତ୍ର ବାଇବଲ

25 ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟରେ କହୁଛି। ଏ ବିଷୟରେ ପ୍ରଭୁଙ୍କଠାରୁ ମୋତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମୋ’ ପ୍ରତି ଦୟା ଦେଖାଇ ଥିବାରୁ ଓ ମୁଁ ବିଶ୍ୱାସଭାଜନ ହୋଇ ଥିବାରୁ, ମୁଁ ମୋର ମତାମତ ଦେଉଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ଵାସପାତ୍ର ହୋଇ ନିଜର ମତ ଦେଉଅଛି।

Viz kapitola kopírovat

ଓଡିଆ ବାଇବେଲ

25 କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ତୁମ୍ଭେମାନେ ଅବିବାହିତମାନଙ୍କ ବିଷୟରେ ଜାଣିବାକୁ ଚାହିଁଛ। ଏ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ନିର୍ଦ୍ଦେଶ ପାଇ ନାହିଁ। କିନ୍ତୁ ପ୍ରଭୁଙ୍କ କୃପାରୁ ଜଣେ ବିଶ୍ୱାସଯୋଗ୍ୟ ବ୍ୟକ୍ତି ଭାବରେ ମୋର ବ୍ୟକ୍ତିଗତ ମତ ପ୍ରକାଶ କରୁଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଦୟାରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି।

Viz kapitola kopírovat




୧ କରିନ୍ଥୀୟ 7:25

Následuj nás:

Reklamy


Reklamy