୧ କରିନ୍ଥୀୟ 7:28 - ପବିତ୍ର ବାଇବଲ28 କିନ୍ତୁ ଯଦି ତୁମ୍ଭେମାନେ ବିବାହ କରିବା ପାଇଁ ମନସ୍ଥ କରିଛ, ତେବେ ଏହା ପାପ ନୁହେଁ। ଜଣେ କୁମାରୀ କନ୍ୟା ବିବାହ କଲେ ପାପ କରେ ନାହିଁ। କିନ୍ତୁ ଯେଉଁମାନେ ବିବାହ କରନ୍ତି, ସେମାନେ ଏହି ଜୀବନରେ କଷ୍ଟ ପାଇବେ। ଏହି କଷ୍ଟରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ ରଖିବାକୁ ଇଚ୍ଛା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ; ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା। Viz kapitolaଓଡିଆ ବାଇବେଲ28 କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା । Viz kapitolaପବିତ୍ର ବାଇବଲ (CL) NT (BSI)28 ଅବଶ୍ୟ ବିବାହ କଲେ; ତୁମ୍ଭେମାନେ ପାପ କରିବ ନାହିଁ। ଅବିବାହିତ ସ୍ତ୍ରୀ ବିବାହ କଲେ କୌଣସି ପାପ କରେ ନାହିଁ। କିନ୍ତୁ ବିବାହିତ ଲୋକକୁ ସଂସାରର ବହୁ ଦୁଃଖ କଷ୍ଟ ସହ୍ୟ କରିବାକୁ ହୋଇଥାଏ। ଏ ଦୁର୍ଦ୍ଦଶା ସମୟରେ ସେଥିରୁ ତୁମ୍ଭେମାନେ ରକ୍ଷା ପାଅ, ଏହା ମୋର ଇଚ୍ଛା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା। Viz kapitola |