୧ କରିନ୍ଥୀୟ 7:31 - ପବିତ୍ର ବାଇବଲ31 ଯେଉଁମାନେ ସାଂସାରିକ ଭୋଗ-ବିଳାସର ସାମଗ୍ରୀ ଗୁଡ଼ିକ ବ୍ୟବହାର କରୁଛନ୍ତି, ସେମାନେ ଏପରି ରୁହନ୍ତୁ ଯେପରି ସେ ଗୁଡ଼ିକ ସେମାନଙ୍କ ପାଇଁ ଆଦୌ ଗୁରୁତ୍ୱପୂର୍ଣ୍ଣ ନୁହେଁ। ଏହିପରି ଭାବରେ ରୁହ, କାରଣ ଜଗତର ବାହ୍ୟିକ ବିଷୟ ସବୁ ଶୀଘ୍ର ଲୋପ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି। Viz kapitolaଓଡିଆ ବାଇବେଲ31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)31 ଯେଉଁମାନେ ସାଂସାରିକ ବିଷୟରେ ଲିପ୍ତ, ସେମାନେ ଏଥିରେ ନିର୍ଲିପ୍ତ ହେଲା ପରି ରହନ୍ତୁ, କାରଣ ଏହି ଜଗତର ସାମ୍ପ୍ରତିକ ପରିସ୍ଥିତି ଆଉ ବେଶୀ ଦିନ ତିଷ୍ଠିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି। Viz kapitola |