Online Bible

- Reklamy -




୧ କରିନ୍ଥୀୟ 7:38 - ପବିତ୍ର ବାଇବଲ

38 ଅତଏବ ଯିଏ ନିଜର କୁମାରୀ କନ୍ୟାର ବିବାହ କରାଉଛି, ସେ ଭଲ କରୁଛି ଓ ଯିଏ କୁମାରୀ କନ୍ୟାର ବିବାହ କରାଉ ନାହିଁ, ସେ ଅଧିକ ଭଲ କରୁଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ।

Viz kapitola kopírovat

ଓଡିଆ ବାଇବେଲ

38 ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ଅତଏବ ଯେ ତା’ର ବାଗ୍ଦତ୍ତାକୁ ବିବାହ କରେ, ସେ ଭଲ କରେ। କିନ୍ତୁ ଯେ ବିବାହ ନ କରେ, ସେ ତା’ଠାରୁ ଅଧିକ ଭଲ କରେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ।

Viz kapitola kopírovat




୧ କରିନ୍ଥୀୟ 7:38

Následuj nás:

Reklamy


Reklamy