୧ କରିନ୍ଥୀୟ 8:12 - ପବିତ୍ର ବାଇବଲ12 ତୁମ୍ଭେମାନେ ଖ୍ରୀଷ୍ଟିୟ ଭାଇ ଓ ଭଉଣୀମାନଙ୍କ ବିରୁଦ୍ଧରେ ପାପ କରୁଛ, ଓ ସେମାନେ ଭୁଲ୍ ବୋଲି ଅନୁଭବ କରୁଥିବା କାମଗୁଡ଼ିକ କରିବାକୁ ଉତ୍ସାହିତ କରି ସେମାନଙ୍କ ବିବେକକୁ ଆଘାତ ଦେଉଛ। ଏହା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ମଧ୍ୟ ପାପ କରୁଛ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହିପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ। Viz kapitolaଓଡିଆ ବାଇବେଲ12 ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)12 ଏହିପରି ଭାବରେ ତୁମ ସହବିଶ୍ୱାସୀମାନଙ୍କ ବିରୁଦ୍ଧରେ ପାପ କରି ତୁମେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରିବ ଏବଂ ସେହି ଭାଇମାନଙ୍କ ଦୁର୍ବଳ ବିବେକକୁ ଆଘାତ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ। Viz kapitola |