୧ କରିନ୍ଥୀୟ 8:3 - ପବିତ୍ର ବାଇବଲ3 କିନ୍ତୁ ଯିଏ ପରମେଶ୍ୱରଙ୍କୁ ପ୍ରେମ କରେ, ପରମେଶ୍ୱର ତାହାର ପରିଚୟ ନିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ଯଦି କେହି ଈଶ୍ଵରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ। Viz kapitolaଓଡିଆ ବାଇବେଲ3 କିନ୍ତୁ ଯଦି କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ । Viz kapitolaପବିତ୍ର ବାଇବଲ (CL) NT (BSI)3 ଯେ କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି କେବଳ ତାଙ୍କର ପରିଚିତ ଲୋକ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ଯଦି କେହି ଈଶ୍ବରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ। Viz kapitola |