Online Bible

- Reklamy -




୧ କରିନ୍ଥୀୟ 8:5 - ପବିତ୍ର ବାଇବଲ

5 ଆକାଶ ବା ପୃଥିବୀରେ ଅନେକଗୁଡ଼ିଏ ତଥା-କଥିତ ଦେବତା ଥାଇ ପାରନ୍ତି (ଲୋକେ ଅନେକ ବସ୍ତୁକୁ “ଦେବଗଣ” ଓ “ପ୍ରଭୁଗଣ” ବୋଲି କହୁଛନ୍ତି, କିନ୍ତୁ ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ।)

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସ୍ଵର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),

Viz kapitola kopírovat

ଓଡିଆ ବାଇବେଲ

5 କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ସ୍ୱର୍ଗ ଓ ମର୍ତ୍ତ୍ୟରେ ତଥାକଥିତ ଅନେକ “ଦେବତା” ଓ “ପ୍ରଭୁ” ଥାଇପାରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କୁହାଯାଏ, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),

Viz kapitola kopírovat




୧ କରିନ୍ଥୀୟ 8:5

Následuj nás:

Reklamy


Reklamy