Online Bible

- Reklamy -




୧ କରିନ୍ଥୀୟ 9:10 - ପବିତ୍ର ବାଇବଲ

10 ଏହା ନିଶ୍ଚିତ ଯେ ଆମ୍ଭ ବିଷୟରେ ମଧ୍ୟ ଲେଖାଯାଇଛି। କାରଣ ହଳ କରୁଥିବା ଓ ଶସ୍ୟ ପାଛୁଡ଼ୁ ଥିବା ଲୋକ, ଉଭୟ ପରିଶ୍ରମ କରିଥିବା ହେତୁ, ପାଇବେ ବୋଲି ଆଶା କରିଥା’ନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ସେ କଅଣ କେବଳ ଆମ୍ଭମାନଙ୍କ ନିମନ୍ତେ ଏହା କହନ୍ତି ନାହିଁ? ହଁ ଆମ୍ଭମାନଙ୍କ ନିମନ୍ତେ ଏହା ଲିଖିତ ହୋଇଅଛି, ଯେପରି ଯେ ଚାଷ କରେ, ଆଶାରେ ତାହାର ଚାଷ କରିବା ଉଚିତ, ଆଉ ଯେ ବେଙ୍ଗଳା ପକାଏ, ଭାଗ ପାଇବା ଆଶାରେ ତାʼର ବେଙ୍ଗଳା ପକାଇବା ଉଚିତ।

Viz kapitola kopírovat

ଓଡିଆ ବାଇବେଲ

10 ସେ କ'ଣ କେବଳ ଆମ୍ଭମାନଙ୍କ ନିମନ୍ତେ ଏହା କହନ୍ତି ନାହିଁ ? ହଁ ଆମ୍ଭମାନଙ୍କ ନିମନ୍ତେ ଏହା ଲିଖିତ ହୋଇଅଛି, ଯେପରି ଯେ ଚାଷ କରେ, ଆଶାରେ ତାହାର ଚାଷ କରିବା ଉଚିତ, ଆଉ ଯେ ବେଙ୍ଗଳା ପକାଏ, ଭାଗ ପାଇବା ଆଶାରେ ତା'ର ବେଙ୍ଗଳା ପକାଇବା ଉଚିତ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ଏହା ଆମ୍ଭମାନଙ୍କର ଉଦ୍ଦେଶ୍ୟରେ ଲିଖିତ ନୁହେଁ କି? ଅବଶ୍ୟ ତାହା ଆମ ପାଇଁ ଲିଖିତ। ଜମି ଚାଷକାରୀ ଓ ଫସଲ ଅମଳକାରୀ, ଫସଲରୁ ଅଂଶ ପାଇବା ପାଇଁ ଆଶା ରଖି କାର୍ଯ୍ୟ କରିଥାଆନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ କଅଣ କେବଳ ଆମ୍ଭମାନଙ୍କ ନିମନ୍ତେ ଏହା କହନ୍ତି ନାହିଁ? ହଁ ଆମ୍ଭମାନଙ୍କ ନିମନ୍ତେ ଏହା ଲିଖିତ ହୋଇଅଛି, ଯେପରି ଯେ ଚାଷ କରେ, ଆଶାରେ ତାହାର ଚାଷ କରିବା ଉଚିତ୍, ଆଉ ଯେ ବେଙ୍ଗଳା ପକାଏ, ଭାଗ ପାଇବା ଆଶାରେ ତାହାର ବେଙ୍ଗଳା ପକାଇବା ଉଚିତ୍।

Viz kapitola kopírovat




୧ କରିନ୍ଥୀୟ 9:10

Následuj nás:

Reklamy


Reklamy