୧ କରିନ୍ଥୀୟ 9:15 - ପବିତ୍ର ବାଇବଲ15 କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ୟ କେବେ ହେଲେ ପ୍ରୟୋଗ କରି ନାହିଁ। ମୁଁ ମଧ୍ୟ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ୟରେ ମୁଁ ଏହା ଲେଖି ନାହିଁ। କେହି ମୋହର ଏହି ଗର୍ବର ଅଧିକାର ମୋ'ଠାରୁ ଛଡ଼ାଇ ନେଇଗଲେ ବରଂ ମୋର ମରିଯିବା ଭଲ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ। Viz kapitolaଓଡିଆ ବାଇବେଲ15 କିନ୍ତୁ ମୁଁ ଏହି ସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋ' ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହି ସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ । Viz kapitolaପବିତ୍ର ବାଇବଲ (CL) NT (BSI)15 ମୁଁ କିନ୍ତୁ ଏହି ସୁଯୋଗ ସୁବିଧାରୁ ଗୋଟିଏ ହେଲେ ଉପଯୋଗ କରି ନାହିଁ କିମ୍ବା ସେଗୁଡ଼ିକୁ ଦାବୀ କରିବା ଉଦ୍ଦେଶ୍ୟରେ ତୁମ୍ଭମାନଙ୍କୁ ଏହା ଲେଖୁ ନାହିଁ, ମୋର ଏହି ଦର୍ପ ନିରର୍ଥକ ବୋଲି କେହି ପ୍ରମାଣିତ କରି ଦେବା ଅପେକ୍ଷା ମରଣ ମୋ’ ପାଇଁ ଶ୍ରେୟସ୍କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ। Viz kapitola |