Online Bible

- Reklamy -




୧ କରିନ୍ଥୀୟ 9:16 - ପବିତ୍ର ବାଇବଲ

16 ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ମୋର ଗର୍ବ କରିବା କିଛି ନାହିଁ। ଏହା ମୋହର କର୍ତ୍ତବ୍ୟ। ମୁଁ ଯଦି ସୁସମାଗ୍ଭର ପ୍ରଗ୍ଭର ନ କରିବି, ତେବେ ମୋ’ ଜୀବନ ଧିକ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ତର ପାତ୍ର।

Viz kapitola kopírovat

ଓଡିଆ ବାଇବେଲ

16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 ସୁସମାଚାର ପ୍ରଚାର କରୁଛି ବୋଲି ମୋର ଦର୍ପ କରିବାର କିଛି କାରଣ ନାହିଁ। ଏହି ଦାୟିତ୍ୱ ପାଳନ ନିମନ୍ତେ ମୁଁ ଆଦେଶ ପାଇଛି। ତେଣୁ ସୁସମାଚାର ପ୍ରଚାର ନ କଲେ ମୋତେ ଧିକ୍।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।

Viz kapitola kopírovat




୧ କରିନ୍ଥୀୟ 9:16

Následuj nás:

Reklamy


Reklamy