Online Bible

- Reklamy -




୧ କରିନ୍ଥୀୟ 9:17 - ପବିତ୍ର ବାଇବଲ

17 ତା'ପରେ ମଧ୍ୟ ଯଦି ମୁଁ ସ୍ୱେଚ୍ଛାରେ ସୁସମାଗ୍ଭର ପ୍ରଗ୍ଭର କରୁଛି, ତେବେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ୟ। କିନ୍ତୁ ତାହା ତ ନୁହେଁ। ସୁସମାଗ୍ଭର ପ୍ରଗ୍ଭର ପାଇଁ ମୁଁ ବାଧ୍ୟ। ପ୍ରଭୁ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, କେବଳ ତାହା ମୁଁ ସମ୍ପାଦନ କରୁଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କାରଣ ଯଦି ମୁଁ ସ୍ଵେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ଵେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼଠାରେ ସମର୍ପିତ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

17 କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସ୍ୱେଚ୍ଛାରେ ଏହି କାର୍ଯ୍ୟ କଲେ, ମୁଁ ପୁରସ୍କାର ଅପେକ୍ଷା କରିଥାଆନ୍ତି, କିନ୍ତୁ ଈଶ୍ୱର ମୋ’ ଉପରେ ଏହି ଦାୟିତ୍ୱ ନ୍ୟସ୍ତ କରିଥିବାରୁ ଏହା କରିବା ମୋର କର୍ତ୍ତବ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି।

Viz kapitola kopírovat




୧ କରିନ୍ଥୀୟ 9:17

Následuj nás:

Reklamy


Reklamy