୧ କରିନ୍ଥୀୟ 9:18 - ପବିତ୍ର ବାଇବଲ18 ତା'ହେଲେ ମୋର ପୁରସ୍କାର କ’ଣ? ମୋର ପୁରସ୍କାର ଏହା ଯେ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୁଁ ମୁକ୍ତ ଭାବରେ ସୁସମାଗ୍ଭରକୁ ଦେଇ ପାରିବି? ଏହିପରି ସୁସମାଗ୍ଭର ପ୍ରଗ୍ଭର ପାଇଁ ଯେଉଁ ପ୍ରାପ୍ୟ ମୋର ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ବିଷୟ କରେ। Viz kapitolaଓଡିଆ ବାଇବେଲ18 ତେବେ ମୋହର ପୁରସ୍କାର କ'ଣ ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ । Viz kapitolaପବିତ୍ର ବାଇବଲ (CL) NT (BSI)18 ତେବେ ମୁଁ କି ପୁରସ୍କାର ପାଉଛି? ସମସ୍ତଙ୍କ ନିକଟରେ ବିନା ମୂଲ୍ୟରେ ସୁସମାଚାର ପ୍ରଚାର କରୁଛି, ଏହି ମୋର ପୁରସ୍କାର। ସେଥିପାଇଁ ସୁସମାଚାର ପ୍ରଚାର ଲାଗି ମୁଁ କୌଣସି ସୁଯୋଗ ସୁବିଧା ଉପଭୋଗ କରେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ। Viz kapitola |