୧ କରିନ୍ଥୀୟ 9:20 - ପବିତ୍ର ବାଇବଲ20 ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ଯିହୂଦୀ ଲୋକମାନଙ୍କ ଭଳି ହେଲି। ମୁଁ ନିଜେ ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ଯେପରି ବ୍ୟବସ୍ଥାଧୀନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥାଧୀନ ଲୋକଙ୍କ ଭଳି ହେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ବ୍ୟବସ୍ଥା ଅଧୀନର ପରି ହେଲି। Viz kapitolaଓଡିଆ ବାଇବେଲ20 ଯେପରି ମୁଁ ଯିହୂଦୀମାନଙ୍କୁ ଲାଭ କରି ପାରେ, ଏଥିପାଇଁ ଯିହୂଦୀମାନଙ୍କ ନିକଟରେ ମୁଁ ଯିହୂଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି । Viz kapitolaପବିତ୍ର ବାଇବଲ (CL) NT (BSI)20 ଇହୁଦୀମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ସହିତ ଇଦୁଦୀଙ୍କ ପରି ଆଚରଣ କରୁଛି। ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନଙ୍କୁ ଲାଭ କରିବା ପାଇଁ ମୁଁ କୌଣସି ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ବ୍ୟବସ୍ଥାର ଅଧୀନରେ ଥିବା ପରି ଆଚରଣ କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି। Viz kapitola |