୧ କରିନ୍ଥୀୟ 9:24 - ପବିତ୍ର ବାଇବଲ24 ତୁମ୍ଭେମାନେ ଜାଣ ଯେ, ଦୌଡ଼ ପ୍ରତିଯୋଗିତାରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭେମାନେ ଯେପରି ଜିତିବ, ସେପ୍ରକାର ଦୌଡ଼। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼। Viz kapitolaଓଡିଆ ବାଇବେଲ24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼ । Viz kapitolaପବିତ୍ର ବାଇବଲ (CL) NT (BSI)24 କ’ଣ ଜାଣ ନାହିଁ ଯେ, ପ୍ରତିଯୋଗିତାରେ ଅନେକେ ଅଂଶ ଗ୍ରହଣ କରନ୍ତି, କିନ୍ତୁ ଜଣେ ପୁରସ୍କୃତ ହୁଏ? ତୁମ୍ଭେମାନେ ଏପରି ଭାବରେ ଦୌଡ଼, ଯେପରି ପୁରସ୍କାର ଲାଭ କରି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼। Viz kapitola |