୧ କରିନ୍ଥୀୟ 9:26 - ପବିତ୍ର ବାଇବଲ26 ସେଥିପାଇଁ ମୁଁ ଏକ ଲକ୍ଷ୍ୟରେ ଲକ୍ଷ୍ୟସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ଯୁଦ୍ଧ କଲାପରି ଯୁଦ୍ଧ କରୁଛି, ବାୟୁ ସଙ୍ଗେ ଯୁଦ୍ଧ କରୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ। Viz kapitolaଓଡିଆ ବାଇବେଲ26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)26 ସେଥିପାଇଁ ମୁଁ ସିଦ୍ଧାସଳଖ ଲକ୍ଷ୍ୟ ସ୍ଥଳ ନିକଟକୁ ଦୌଡ଼େ, ଜଣେ ମୁଷ୍ଟିଯୋଦ୍ଧା ପରି ମୁଁ ନିଜ ମୁଷ୍ଟିର ଆଘାତକୁ ଶୂନ୍ୟରେ ଛାଡ଼ି ଦେବାକୁ ଚାହେଁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ। Viz kapitola |