୧ କରିନ୍ଥୀୟ 9:5 - ପବିତ୍ର ବାଇବଲ5 ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କେଫାଙ୍କ ପରି ବିଶ୍ଵାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ? Viz kapitolaଓଡିଆ ବାଇବେଲ5 ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)5 ଅନ୍ୟାନ୍ୟ ପ୍ରେରିତ ଶିଷ୍ୟ, ପିତର ଓ ପ୍ରଭୁଙ୍କ ଭାଇମାନଙ୍କ ପରି ବିଶ୍ୱାସୀ ସମାଜର ଜଣେ ମହିଳାଙ୍କୁ ବିବାହ କରି ତାଙ୍କ ସହିତ ଭ୍ରମଣ କରିବା ପାଇଁ ମୋର କ’ଣ ଅଧିକାର ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ? Viz kapitola |