୧ ଯୋହନ 5:1 - ପବିତ୍ର ବାଇବଲ1 ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯେକେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ଵାସ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଆଉ, ଯେକେହି ଜନ୍ମ- ଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ଲୋକକୁ ମଧ୍ୟ ପ୍ରେମ କରେ,। Viz kapitolaଓଡିଆ ବାଇବେଲ1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। Viz kapitola |