୧ ଯୋହନ 5:15 - ପବିତ୍ର ବାଇବଲ15 ପ୍ରତ୍ୟେକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦେବେ ବୋଲି ଜାଣୁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ। Viz kapitolaଓଡିଆ ବାଇବେଲ15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହି ସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ । Viz kapitolaପବିତ୍ର ବାଇବଲ (CL) NT (BSI)15 କୌଣସି ମୁହୂର୍ତ୍ତରେ ତାଙ୍କୁ ଡାକିଲେ ସେ ଶୁଣନ୍ତି, ଏହା ସତ୍ୟ ବୋଲି ଆମେ ଜାଣୁ। ତେଣୁ ଆମେ ଜାଣୁ ଯେ, ପ୍ରାର୍ଥନାରେ ତାଙ୍କୁ ଯାହା କିଛି ମାଗିବା, ତାହା ଆମକୁ ସେ ନିଶ୍ଚିୟ ଦାନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ। Viz kapitola |