୧ ଯୋହନ 5:18 - ପବିତ୍ର ବାଇବଲ18 ଆମ୍ଭେ ଜାଣୁ ଯେ, ପରମେଶ୍ୱରଙ୍କର ସନ୍ତାନ ହୋଇଥିବା ବ୍ୟକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ୱରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପାରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ। Viz kapitolaଓଡିଆ ବାଇବେଲ18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ । Viz kapitolaପବିତ୍ର ବାଇବଲ (CL) NT (BSI)18 ଆମେ ଜାଣୁ, ଈଶ୍ୱରଙ୍କ ସନ୍ତାନ ପାପରେ ଲିପ୍ତ ହୋଇ ରହିବ ନାହିଁ; କାରଣ ଈଶ୍ୱରଙ୍କ ପୁତ୍ର ତାକୁ ରକ୍ଷା କରିବେ-ଶୟତାନ ତା’ର କ୍ଷତି କରିପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ। Viz kapitola |