୧ ଯୋହନ 5:21 - ପବିତ୍ର ବାଇବଲ21 ତେଣୁ ପ୍ରିୟ ପିଲାମାନେ, ତୁମ୍ଭେମାନେ ସବୁ ନିଜ ନିଜକୁ ଭଣ୍ଡ ଦେବତାମାନଙ୍କଠାରୁ ଦୂରରେ ରଖ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। Viz kapitolaଓଡିଆ ବାଇବେଲ21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର । ଆମେନ୍ । Viz kapitolaପବିତ୍ର ବାଇବଲ (CL) NT (BSI)21 ପିଲାମାନେ, ଅସତ୍ୟ ଦେବାଦେବୀଙ୍କଠାରୁ ଦୂରେଇ ରୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍। Viz kapitola |