Online Bible

- Reklamy -




1 ରାଜାବଳୀ 1:13 - ପବିତ୍ର ବାଇବଲ

13 ତୁମ୍ଭେ ରାଜା ଦାଉଦଙ୍କ ନିକଟକୁ ଯାଇ କୁହ, ‘ହେ ମୋର ମହାଶୟ ମହାରାଜ, ଆପଣ କ’ଣ ପ୍ରତିଜ୍ଞା କରି ଏ ଦାସୀକୁ କହି ନ ଥିଲ, ମୋ’ ଉତ୍ତାରେ ତୁମ୍ଭର ପୁତ୍ର ଶଲୋମନ ରାଜ୍ୟ ଶାସନ କରିବ ଓ ସେ ମୋ’ ସିଂହାସନରେ ବସିବ? ତେବେ ଅଦୋନିୟ କିପରି ରାଜ୍ୟ କରୁଅଛି?’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକି କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ ଅଦୋନୀୟ କିହେତୁ ରାଜ୍ୟ କରୁଅଛି?

Viz kapitola kopírovat

ଓଡିଆ ବାଇବେଲ

13 ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୁ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, “ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ ?” ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି ?’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି?’

Viz kapitola kopírovat




1 ରାଜାବଳୀ 1:13

Následuj nás:

Reklamy


Reklamy