Online Bible

- Reklamy -




1 ରାଜାବଳୀ 1:2 - ପବିତ୍ର ବାଇବଲ

2 ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, “ଆମ୍ଭେମାନେ ଆପଣଙ୍କ ସେବା ନିମନ୍ତେ ଏକ ଯୁବତୀ କନ୍ୟା ଖୋଜି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦେବାକୁ ଆପଣଙ୍କ କୋଳରେ ଶୟନ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଏଣୁ ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ଵେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।

Viz kapitola kopírovat

ଓଡିଆ ବାଇବେଲ

2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।

Viz kapitola kopírovat




1 ରାଜାବଳୀ 1:2

Následuj nás:

Reklamy


Reklamy