1 ରାଜାବଳୀ 1:20 - ପବିତ୍ର ବାଇବଲ20 ହେ ମୋର ମହାଶୟ ମହାରାଜା, ବର୍ତ୍ତମାନ ସମଗ୍ର ଇସ୍ରାଏଲବାସୀ ଆପଣଙ୍କ ଉପରେ ଦୃଷ୍ଟି ରଖିଛନ୍ତି। ସେମାନେ ଦେଖିବା ପାଇଁ ଅପେକ୍ଷା କରିଛନ୍ତି। ଆପଣଙ୍କ ଅନ୍ତେ କାହାକୁ ଆପଣ ସିଂହାସନରେ ବସାଇ ରାଜା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି। Viz kapitolaଓଡିଆ ବାଇବେଲ20 ପୁଣି, ହେ ମୋହର ପ୍ରଭୁ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି। Viz kapitola |