Online Bible

- Reklamy -




1 ରାଜାବଳୀ 1:26 - ପବିତ୍ର ବାଇବଲ

26 କିନ୍ତୁ ସେ ମୋତେ, ସାଦୋକ ଯାଜକଙ୍କୁ, ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ପୁତ୍ର ଶଲୋମନକୁ ନିମନ୍ତ୍ରଣ କରି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକକୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

26 ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।

Viz kapitola kopírovat




1 ରାଜାବଳୀ 1:26

Následuj nás:

Reklamy


Reklamy