1 ରାଜାବଳୀ 1:3 - ପବିତ୍ର ବାଇବଲ3 ଏଣୁ ରାଜାଙ୍କର ଦାସମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରିବା ଆରମ୍ଭ କରିଦେଲେ। ଶେଷରେ ସେ ଶୁନେମୀୟା ନଗରରୁ ଅବୀଶଗ ନାମକ ଏକ ସୁନ୍ଦରୀ ଯୁବତୀ ପାଇଲେ ଓ ତାକୁ ରାଜାଙ୍କ ନିକଟକୁ ଘେନି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ଵେଷଣ କରି ଶୁନେମୀୟା ଅବୀଶଗକୁ ପାଇ ରାଜାଙ୍କ ନିକଟକୁ ତାହାକୁ ଆଣିଲେ। Viz kapitolaଓଡିଆ ବାଇବେଲ3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ। Viz kapitola |