1 ରାଜାବଳୀ 1:30 - ପବିତ୍ର ବାଇବଲ30 ଯାହା ପୂର୍ବରୁ ମୁଁ ତୁମ୍ଭ ନିକଟରେ ପ୍ରତିଜ୍ଞା କରିଥିଲି ଆଜି ମୁଁ ତାହା କରିବି। ତୁମ୍ଭର ପୁତ୍ର ଶଲୋମନ ରାଜ୍ୟ ଶାସନ କରିବ ଓ ମୋ’ ଅନ୍ତେ ମୋ’ ପଦରେ ସିଂହାସନରେ ବସିବ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ମୁଁ ପ୍ରତିଜ୍ଞା କରି କହୁଛି, ମୁଁ ମୋର ପ୍ରତିଜ୍ଞା ରଖିବି ଓ ଆଜି ତାହା ପାଳନ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି। Viz kapitolaଓଡିଆ ବାଇବେଲ30 ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋ’ ପଦରେ ମୋ’ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋ’ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।” Viz kapitola |