Online Bible

- Reklamy -




1 ରାଜାବଳୀ 1:32 - ପବିତ୍ର ବାଇବଲ

32 ତା'ପରେ ରାଜା ଦାଉଦ କହିଲେ, “ସାଦୋକ ଯାଜକକୁ, ନାଥନ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋ’ ନିକଟକୁ ଡାକ।” ଏଣୁ ସେ ତିନି ଜଣ ରାଜାଙ୍କ ସମ୍ମୁଖକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଏଥିରେ ଦାଉଦ ରାଜା କହିଲେ, ସାଦୋକ ଯାଜକକୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ କତିକି ଡାକ। ଏଣୁ ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

32 ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋ’ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।

Viz kapitola kopírovat




1 ରାଜାବଳୀ 1:32

Následuj nás:

Reklamy


Reklamy