Online Bible

- Reklamy -




1 ରାଜାବଳୀ 1:33 - ପବିତ୍ର ବାଇବଲ

33 ତା'ପରେ ରାଜା ସେମାନଙ୍କୁ କହିଲେ, “ମୋର ସମସ୍ତ ଦାସମାନଙ୍କୁ ତୁମ୍ଭମାନଙ୍କ ସଙ୍ଗରେ ନେଇ ଓ ମୋର ପୁତ୍ର ଶଲୋମନକୁ ମୋ’ ନିଜ ଖଚରରେ ବସାଇ ଗୀହୋନ ଝରଣା ନିକଟକୁ ଆଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତହିଁରେ ରାଜା ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନକୁ ଆଣ।

Viz kapitola kopírovat

ଓଡିଆ ବାଇବେଲ

33 ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋ’ ପୁତ୍ର ଶଲୋମନକୁ ମୋ’ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇ ଯାଅ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”

Viz kapitola kopírovat




1 ରାଜାବଳୀ 1:33

Následuj nás:

Reklamy


Reklamy