1 ରାଜାବଳୀ 1:35 - ପବିତ୍ର ବାଇବଲ35 ତହିଁ ଉତ୍ତାରେ ତୁମ୍ଭେମାନେ ତା’ ସହିତ ଫେରି ଆସ। ଶଲୋମନ ମୋର ସିଂହାସନରେ ବସୁ ଓ ମୋ’ ସ୍ଥାନରେ ସେ ନୂଆ ରାଜା ହେଉ। ମୁଁ ଇସ୍ରାଏଲ ଓ ଯିହୁଦାର ନୂତନ ଶାସକ ରୂପେ ତାକୁ ମନୋନୀତ କରିଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ ସେ ମୋʼ ପଦରେ ରାଜା ହେବ; ଆଉ ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କଲି। Viz kapitolaଓଡିଆ ବାଇବେଲ35 ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋ’ ସିଂହାସନରେ ବସୁ; କାରଣ, ସେ ମୋ’ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି। Viz kapitola |