Online Bible

- Reklamy -




1 ରାଜାବଳୀ 1:37 - ପବିତ୍ର ବାଇବଲ

37 ସଦାପ୍ରଭୁ ଯେପରି ମୋର ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ସଦାପ୍ରଭୁ ଶଲୋମନଙ୍କର ମଧ୍ୟ ସହବର୍ତ୍ତୀ ହୁଅନ୍ତୁ। ରାଜା ଶଲୋମନଙ୍କର ରାଜ୍ୟ ମୋର ମହାରାଜଙ୍କର ରାଜ୍ୟଠାରୁ ଅଧିକ ବଡ଼ ଓ ଅଧିକ ଶକ୍ତିଶାଳୀ ହେଉ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

37 ସଦାପ୍ରଭୁ ଯେପରି ମୋ’ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋ’ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।

Viz kapitola kopírovat




1 ରାଜାବଳୀ 1:37

Následuj nás:

Reklamy


Reklamy